ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୧୨୯ କ୍ରୀଡ଼ାବିତ୍ଙ୍କୁ ୧୭ ଲକ୍ଷ ୮୩ ହଜାର ୫୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ
ଭୁବନେଶ୍ୱର, (୧୪/୧୧):ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତା ମାନଙ୍କରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ସଫଳ କ୍ରୀଡ଼ାବିତ୍ ମାନଙ୍କୁ ଆଜି ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯାଇଛି। ବିଭାଗ ପକ୍ଷରୁ ୧୫ଟି କ୍ରୀଡା ବର୍ଗରେ ସର୍ବମୋଟ ୧୨୯ କ୍ରୀଡ଼ାବିତ୍ମାନଙ୍କୁ ୧୭ ଲକ୍ଷ ୮୩ ହଜାର ୫୦୦ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ,…
